Psalms 123:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ । ହେ ସ୍ଵର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ଆରୋହଣ ଗୀତ। ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।
Odia IRV 2017 (ଓଡିଆ ବାଇବେଲ)
ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।