Psalms 123:3 — Compare Translations

5 translations compared side by side

Odia - 1840
"ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ! ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।