Psalms 123:4 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ। [5] ସହେି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ଯ ବାକ୍ଯସବୁ ମିଳିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀ-ମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।