Psalms 124:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ; ଦାଉଦଙ୍କ ରଚିତ । ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ। ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା? ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ;