Psalms 124:2 — Compare Translations
5 translations compared side by side
Odia - 1840
"କ'ଣ ହାଇେଥାନ୍ତା ଆମ୍ଭମାନଙ୍କର ୟଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ। ଯେତବେେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
Odia Bible ERV 2004 (ପବିତ୍ର ବାଇବଲ)
କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ। ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
Odia IRV 2017 (ଓଡିଆ ବାଇବେଲ)
“ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;