Psalms 124:3 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ବିରୁଦ୍ଧରେ ସମାନଙ୍କେ କୋପ ପ୍ରଜ୍ଜ୍ବଳିତ ହବୋ ବେଳେ ସମାନେେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା'ନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;