Psalms 124:4 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ଶତ୍ରୁ ସୈନ୍ଯମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥାନ୍ତେ। ଷୋର୍ତ ଆମ୍ଭମାନଙ୍କର ପ୍ରାଣ ଉପର ଦଇେ ୟାଇଥା'ନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥା’ନ୍ତେ। ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା
Odia IRV 2017 (ଓଡିଆ ବାଇବେଲ)
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା