Psalms 124:7 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି। ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
Odia IRV 2017 (ଓଡିଆ ବାଇବେଲ)
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।