Psalms 124:8 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କର ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିଲା, ୟିଏ ସ୍ବର୍ଗ ଓ ପୃଥିବୀକୁ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା, ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।