Psalms 125:1 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଆରୋହଣ ଗୀତ। ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ। ସେମାନେ କେବେ ମଧ୍ୟ ଥରିବେ ନାହିଁ। ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।