Psalms 125:2 — Compare Translations
5 translations compared side by side
Odia - 1840
"ୟମେନ୍ତ ୟିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସହେିପରି ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା'ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।