Psalms 125:3 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିଯନ୍ତ୍ରଣରେ ରଖିପାରିବେ ନାହିଁ। ୟଦି ଏପରି ଘଟିଲା, ତବେେ ଧାର୍ମିକ ଲୋକମାନେ ଅଧର୍ମ କାର୍ୟ୍ଯ କରିବାକୁ ଆରମ୍ଭ କରିଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ। ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।