Psalms 125:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦଯ ସହିତ ଲୋକମାନଙ୍କର ମଙ୍ଗଳ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।