Psalms 125:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।