Psalms 126:1 — Compare Translations
5 translations compared side by side
Odia - 1840
"ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ । ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ। ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।