Psalms 126:2 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”