Psalms 126:3 — Compare Translations

5 translations compared side by side

Odia - 1840
"ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭମାନେେ ଖୁସି ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।