Psalms 126:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।