Psalms 126:5 — Compare Translations
5 translations compared side by side
Odia - 1840
"ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।