Psalms 126:6 — Compare Translations
5 translations compared side by side
Odia - 1840
"ୟଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷତକେୁ ନଇୟୋଏ, ତଥାପି ସେ ଅମଳ ଘରକୁ ଆଣିବା ସମଯରେ ଖୁସି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ, ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।