Psalms 127:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ; ଶଲୋମନଙ୍କ-ରଚିତ । ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ରଚିତ ଆରୋହଣ ଗୀତ। ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।