Psalms 127:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା । କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।