Psalms 127:3 — Compare Translations

5 translations compared side by side

Odia - 1840
"ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର ।