Psalms 127:4 — Compare Translations

5 translations compared side by side

Odia - 1840
"ୟୁବକର ପୁତ୍ରଗଣ ଏକ ସୈନ୍ଯର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକର ପୁତ୍ରଗଣ ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।