Psalms 127:5 — Compare Translations

5 translations compared side by side

Odia - 1840
"ସହେି ବ୍ଯକ୍ତି ଭାଗ୍ଯବାନ, ଯେଉଁ ବ୍ଯକ୍ତିର କବେବେି ପରାସ୍ତ ହବେ ନାହିଁ, ଯେତବେେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ଯବାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ, ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ୟବାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।