Psalms 128:1 — Compare Translations
5 translations compared side by side
Odia - 1840
"ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।