Psalms 128:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ଓ ତୁମ୍ଭର ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।