Psalms 128:3 — Compare Translations
5 translations compared side by side
Odia - 1840
"ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ। ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।