Psalms 128:4 — Compare Translations
5 translations compared side by side
Odia - 1840
"ୟିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।