Psalms 128:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ୟିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।