Psalms 128:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖିପାର। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।