Psalms 129:1 — Compare Translations
5 translations compared side by side
Odia - 1840
"ମାରେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କଲେ। ଇଶ୍ରାୟେଲ, ଏହାକୁ ଆଉଥରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ଏକ ଆରୋହଣ ସଙ୍ଗୀତ। ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ। ଇସ୍ରାଏଲ, ଏହାକୁ ଆଉଥରେ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;
Odia IRV 2017 (ଓଡିଆ ବାଇବେଲ)
“ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;