Psalms 129:2 — Compare Translations

5 translations compared side by side

Odia - 1840
"ମାେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କରିଛନ୍ତି। କିନ୍ତୁ ସମାନେେ କବେେ ମାେତେ ପରାସ୍ତ କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି। କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
“ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।