Psalms 129:3 — Compare Translations

5 translations compared side by side

Odia - 1840
"ସମାନେେ ମାେ ପିଠିରେ ଗଭୀର କ୍ଷତ ହବୋ ପର୍ୟ୍ଯନ୍ତ ଆଘାତ କରନ୍ତି। ମାରେ ପିଠି ହଳ କରା ପଡ଼ିଆ ପରି ଜଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି। ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”
Odia IRV 2017 (ଓଡିଆ ବାଇବେଲ)
କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।