Psalms 129:4 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ୟିଏ ୟାହା ଠିକ୍ କରନ୍ତି, ସହେି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”