Psalms 129:5 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ସିୟୋନ୍କୁ ଘୃଣା କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ସମାନେେ ଅଟକି ୟାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।