Psalms 129:6 — Compare Translations

5 translations compared side by side

Odia - 1840
"ସମାନେେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ଯ ବଢ଼ିବା ପୂର୍ବରୁ ଶୁଖି ୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;