Psalms 129:7 — Compare Translations
5 translations compared side by side
Odia - 1840
"ୟପରେି କଟାଳି ତା'ର ହଳୋପୂର୍ଣ୍ଣ କରିପାରେ ନାହିଁ। ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ। ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।