Psalms 129:8 — Compare Translations
5 translations compared side by side
Odia - 1840
"ତାଙ୍କ ବାଟ ଦଇେ ଯାଉଥିବା ଲୋକମାନେ କହନ୍ତି ନାହିଁ, ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ। କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ! କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।