Psalms 13:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ?