Psalms 13:2 — Compare Translations

5 translations compared side by side

Odia - 1840
"ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ? କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି? କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
Odia IRV 2017 (ଓଡିଆ ବାଇବେଲ)
ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ?