Psalms 13:3 — Compare Translations
5 translations compared side by side
Odia - 1840
"ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ। ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;