Psalms 13:4 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।” ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
Odia IRV 2017 (ଓଡିଆ ବାଇବେଲ)
କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

Recommended Reading