Psalms 13:5 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;