Psalms 13:6 — Compare Translations
5 translations compared side by side
Odia - 1840
"ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।