Psalms 130:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ । ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ଆରୋହଣ ଗୀତ। ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।