Psalms 130:2 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ। ସାହାଯ୍ୟ ପାଇଁ ମୋର ଡାକ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ।