Psalms 130:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର, ତେବେ କେହି ବଞ୍ଚିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ?