Psalms 130:6 — Compare Translations

5 translations compared side by side

Odia - 1840
"ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
Odia IRV 2017 (ଓଡିଆ ବାଇବେଲ)
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।