Psalms 130:7 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।